ବନ୍ଦେ ଧେନୁ ମାତରମ 🙏
୮୧ ତମ ବାର୍ଷିକଉତ୍ସବ ତଥା ଚିତାଲାଗି ଅମାବାସ୍ୟା ଅବସରରେ ଅସୁରେଶ୍ୱର ସ୍ଥିତ ଗୋରକ୍ଷଣିରେ ପାଳନ କରାଯାଇଅଛି I ଏଥିରେ ବହୁ ବିଶିଷ୍ଟ ବ୍ୟକ୍ତି ମାନେ ଯୋଗଦେଇ ଗୋ ' ମାତାଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ ।
ଓଡ଼ିଶାର ଗର୍ବ ଓ ଗୌରବ, ପଦ୍ମଶ୍ରୀ କମଳା ପୂଜାରୀଙ୍କ ଦେହାନ୍ତ ଖବର ଜାଣି ମୁଁ ଦୁଃଖିତ। ବିଭିନ୍ନ କିସମର ଧାନ ସଂଗ୍ରହ କରିବା ସହ ଜୈବିକ ଚାଷକୁ ପ୍ରୋତ୍ସାହିତ କରିବା ଦିଗରେ ତାଙ୍କର ବିରଳ କୃତିତ୍ୱ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ।(1/2)
4
21
995
ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।
ମହାପ୍ରଭୁଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଏବଂ ସମୃଦ୍ଧିରେ ଭରିଯାଉ, ଏତିକି ପ୍ରାର୍ଥନା🙏
3
36
1,064
ଜୟ ଜଗନ୍ନାଥ
ଜଗନ୍ନାଥ ସ୍ଵାମୀ ନୟନ ପଥଗାମୀ ଭବ ତୁମେ।
ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା
ଓଡ଼ିଶା ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା କାକଟପୁରର ପୂର୍ବତନ ବିଧାୟକ ଶ୍ରୀ ସୁରେନ୍ଦ୍ର ନାଥ ନାୟକ (ସୁର ଭାଇ) ଙ୍କର ଆଜି ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ। ତାଙ୍କର ବିୟୋଗ କେବଳ ମୋ ପାଇଁ ନୁହଁ ସମଗ୍ର ରାଜନୈତିକ କ୍ଷେତ୍ର ପାଇଁ ଏକ ଅପୂରଣୀୟ କ୍ଷତି।
ପ୍ରଭୁ ଜଗନ୍ନାଥ ତାଙ୍କର ଅମର ଆତ୍ମାର ସଦଗତି କରିବା ସହିତ ଏହି ଦୁଃଖଦ ସମୟରେ ତାଙ୍କର ସମସ୍ତ ପରିବାରବର୍ଗ ଓ ଅଗଣିତ ସମର୍ଥକଙ୍କୁ ସାହସ ଓ ଧୈର୍ଯ୍ୟ ଦିଅନ୍ତୁ ଏହାହିଁ ମୋର ପ୍ରଭୁଙ୍କ ନିକଟରେ କାମନା ।
#ଓଁମଶାନ୍ତି
ପରମ୍ପରା, ଆଧ୍ୟାତ୍ମ୍ୟ, ସଂସ୍କୃତି ଏବଂ ଭକ୍ତିର ସମାଗମରେ ପରିପୂର୍ଣ୍ଣ ଓଡ଼ିଆ ଜାତିର ଆରାଧ୍ୟ ମହାପ୍ରଭୁ ଜଗନ୍ନାଥଙ୍କର ସ୍ନାନ ଉତ୍ସବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ, ଏହା ହିଁ କାମନା।
4
21
529
ନବୀନ ଗ୍ୟାରେଣ୍ଟି-ଓଡ଼ିଶାର ଚାରିଆଡେ ଶଙ୍ଖ ମ୍ୟାଜିକ
ବିକଶିତ ଓଡିଶା-ବିକଶିତ ମହାକାଳପଡ଼ା
ଶଙ୍ଖ ଚିହ୍ନରେ ଦୁଇ ଥର ଭୋଟ ଦିଅନ୍ତୁ
ଆମ ଚିହ୍ନ ଶଙ୍ଖ ଚିହ୍ନ
ପାଟୁଳିପଙ୍କ ପଞ୍ଚାୟତରେ ଅନୁଷ୍ଠିତ କର୍ମୀ ସମ୍ମୀଳନୀରେ ଯୋଗଦେଇ ଯୋଡ଼ି ଶଙ୍ଖ ଚିହ୍ନରେ ଭୋଟ ଦେଇ ନବୀନ ବାବୁଙ୍କ ବିକାଶ ଧାରାକୁ ମହାକାଳପଡ଼ାରେ ଆଗେଇ ନେବା ନିମନ୍ତେ ସହଯୋଗ ଓ ଆଶୀର୍ବାଦ କାମନା କରିଥିଲି l
1
4
432
ଏ ଫୋଟୋ କହେ ଅନେକ କଥା l ମହାକାଳପଡ଼ା ନିର୍ବାଚନ ମଣ୍ଡଳୀର ଭୋଟର ଭାଇ ଭଉଣୀ ମାନଙ୍କ ମଧ୍ୟରେ ଅପୂର୍ବ ଉତ୍ସାହ l
ଶଙ୍ଖ ବାଜିବ ଆଉ ଥରେ
ନବୀନ ପଟ୍ଟନାୟକ ପୁଣି ଥରେ
1
12
386
BJD ର ବରିଷ୍ଠ ନେତା ବିଧାୟକ ଦେବୀ ପ୍ରସାଦ ମିଶ୍ର ମହାକାଳପଡ଼ାରେ ବିଜୁ ଜନତା ଦଳର ପ୍ରଚାର କାର୍ଯ୍ୟକ୍ରମରେ ମୋ ସହିତ ସାମିଲ ହୋଇ ଉତ୍ସାହିତ କରିଛନ୍ତି
1
21
432































